www.samajalive.in
Tuesday, December 9, 2025
23.1 C
Bhubaneswar

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କ ପରଲୋକ

ନୂଆଦିଲ୍ଲୀ – ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କର ପରଲୋକ ହୋଇଛି । ସେ ଘରେ ଆରତୀ କରୁଥିବା ସମୟରେ ତାଙ୍କ କପଡାରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଥିଲେ ।

ପୂଜା କରିବା ସମୟରେ ନିଆଁ ଲାଗିଯିବାରୁ ତାଙ୍କର ଶରୀରର ପ୍ରାୟ ୯୦ ପ୍ରତିଶତ ଜଳିଯାଇଥିଲା । ଅହମ୍ମଦାବାଦର ଜାୟଡସ୍‌ ହସ୍‌ପିଟାଲ୍‌ରେ ତାଙ୍କର ଚିକିତ୍ସା ଚାଲିଥିଲା ।

- Advertisement -

ସେ କଂଗ୍ରେସ ସରକାର ସମୟରେ କେନ୍ଦ୍ରମନ୍ତ୍ରୀ ଭାବେ କାର୍ଯ୍ୟତୁଲାଇଥିଲା । ଜଣେ କବି ଏବଂ ସାହିତ୍ୟକାର ଭାବେ ସେ ବେଶ୍‌ ଲୋକପ୍ରିୟ ଥିଲେ ।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories