www.samajalive.in
Sunday, December 7, 2025
14.1 C
Bhubaneswar

ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀ ଆହତ

ସମାଜ ଡିଜିଟାଲ ଡେସ୍କ: ହଷ୍ଟେଲ ଛାତରୁ ଡେଇଁ ଜଣେ ଯୁକ୍ତ ୨ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ନୟାଗଡ଼ ଜିଲା ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ହଷ୍ଟେଲରେ ଶନିବାର ଏହି ଅଘଟଣ ଘଟିଛି। କୌଣସି କାରଣକୁ ନେଇ ଛାତ୍ରୀ ଜଣକ ଛାତରୁ ଡେଇଁ ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଛାତ୍ରୀ ଜଣକ କ’ଣ ପାଇଁ ଛାତରୁ ଡେଇଁଲେ ତାହାର କାରଣ ସ୍ପଷ୍ଟ ହୋଇନାହିଁ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories