www.samajalive.in
Sunday, December 14, 2025
26.1 C
Bhubaneswar

ବିଶିଷ୍ଟ ଲେଖିକା ଗୀତା ମେହଟ୍ଟାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଡେସ୍କ: ବିଶିଷ୍ଟ ଲେଖିକା, ସାମ୍ବାଦିକା ତଥା ବୃତ୍ତଚିତ୍ର ନିର୍ମାତା ଗୀତା ମେହଟ୍ଟାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ଘଟିଛି। ସେ ଟ୍ୱିଟ କରି କହିଛନ୍ତି, ଗୀତା ମେହେଟ୍ଟା ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ। ଲେଖନୀ ଚାଳନା ଓ ବୃତ୍ତଚିତ୍ର ନିର୍ମାଣରେ ଗୀତାଙ୍କର ଅଧିକ ରୁଚି ଥିଲା।

- Advertisement -

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୀତା ମେହଟ୍ଟାଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରି କହିଛନ୍ତି, ସାହିତ୍ୟ ଓ ସାଂସ୍କୃତିକ କ୍ଷେତ୍ରରେ ଏହା ଏକ ବିରାଟ କ୍ଷତି।


ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ କରିଛନ୍ତି ଯେ ଗୀତା ମେହେଟ୍ଟା ଜୀଙ୍କ ଦେହାନ୍ତରେ ମୁଁ ଅତ୍ୟନ୍ତ ଦୁଃଖିତ। ଆମେ ଜଣେ ପ୍ରତିଷ୍ଠିତ ଲେଖିକା ଏବଂ ଚଳଚ୍ଚିତ୍ର ନିର୍ମାତାଙ୍କୁ ହରାଇଛୁ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories