www.samajalive.in
Monday, December 15, 2025
16.1 C
Bhubaneswar

ଗୀତା ପ୍ରେସକୁ ପୁରିଲା ୧୦୦ ବର୍ଷ, ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଡେସ୍କ: ଗୀତା ପ୍ରେସକୁ ଆଜି ୧୦୦ ବର୍ଷ ପୁରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଦେଶର ଐତିହ୍ୟକୁ ଦେଶ ତଥା ଦେଶ ବାହାରକୁ ନେବା ଦିଗରେ ଏହି ପ୍ରକାଶକର ୧୦୦ ବର୍ଷର ଯାତ୍ରା ଅବିଶ୍ୱନୀୟ ଏବଂ ଅବିସ୍ମରଣୀୟ।

ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି, ଅସୀମ ଶୁଭେଚ୍ଛା! ଦେଶର ଐତିହ୍ୟକୁ ନିଜ ପ୍ରକାଶନ ମାଧ୍ୟମରେ ଦେଶ ତଥା ଦେଶ ବାହାରକୁ ନେବା ଦିଗରେ ଗୀତା ପ୍ରେସର ୧୦୦ ବର୍ଷର ଯାତ୍ରା ଅବିଶ୍ୱନୀୟ ଏବଂ ଅବିସ୍ମରଣୀୟ’।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories