www.samajalive.in
Wednesday, December 10, 2025
16.1 C
Bhubaneswar

ହଠାତ ଆଇପିଏଲ୍‌ ନିଲାମରୁ ଓହରିଗଲେ ମ୍ୟାକ୍ସୱେଲ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ହଠାତ ଆଇପିଏଲ ନିଲାମରୁ ଓହରି ଯାଇଛନ୍ତି । ଆଇପିଏଲ ୨୦୨୬ ମିନି ନିଲାମ ପୂର୍ବରୁ ସେ ଏହି ନିଷ୍ପତି ନେଇଛନ୍ତି । ଡିସେମ୍ବର ୧୬ରେ ଆବୁଧାବିରେ ଏହି ନିଲାମ ପ୍ରକ୍ରିୟା ଆୟୋଜିତ ହେବ । ତାଙ୍କ ପୂର୍ବରୁ ଆନ୍ଦ୍ରେ ରସେଲ ଓ ଫାପ ଡୁ ପ୍ଳେସି ମଧ୍ୟ ଆଇପିଏଲ ନିଲାମରୁ ଓହରି ଯାଇଥିଲେ ।

ଗ୍ଲେନ ମ୍ୟାକ୍ସୱେଲ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ଆଇପିଏଲରେ ଅନେକ ସ୍ମରଣୀୟ ସିଜନ ମୁଁ କାଟିଛି । ଏଥର ମୁଁ ନିଲାମ ପ୍ରକ୍ରିୟାରେ ସାମିଲ ହେଉନି । ତାଙ୍କ ମେସେଜରୁ ମ୍ୟାକ୍ସୱେଲ ଆଉ ଆଗକୁ ଆଇପିଏଲ ନ ଖେଳିପାରନ୍ତି ବୋଲି ଅନୁମାନ କରାଯାଉଛି । ଭାରତରୁ ମିଳିଥିବା ସ୍ନେହ ଓ ଶ୍ରଦ୍ଧା ମୁଁ କେବେ ହେଲେ ଭୁଲିପାରିବି ନାହିଁ । ଧନ୍ୟବାଦ, ଆଶା କରୁଛି ଖୁବ ଶୀଘ୍ର ପୂନର୍ବାର ଭେଟ ହେବ ।

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories