www.samajalive.in
Monday, December 8, 2025
27.1 C
Bhubaneswar

୨୭ ଜୁଲାଇ ପର୍ଯ୍ୟନ୍ତ ‘ଗୋ ଫାଷ୍ଟ’ର ଉଡାଣ ବାତିଲ

ନୂଆଦିଲ୍ଲୀ : ୨୭ ଜୁଲାଇ ପର୍ଯ୍ୟନ୍ତ ଗୋ ଫାଷ୍ଟର ଉଢ଼ାଣ ବାତିଲ ବୋଲି ଗୋ ଫାଷ୍ଟ ଏୟାରଲାଇନ୍ସ ଟ୍ବିଇଟ୍‌ କରି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ପରିଚାଳନାଗତ ତ୍ରୁଟି କାରଣରୁ ୨୭ ଜୁଲାଇ ପର୍ଯ୍ୟନ୍ତ ‘ଗୋ ଫାଷ୍ଟ’ ଉଡାଣ ବାତିଲ ହୋଇଛି। ବିମାନ ବାତିଲ ହେତୁ ଘଟିଥିବା ଅସୁବିଧା ପାଇଁ ଆମେ କ୍ଷମା ମାଗୁଛୁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories