www.samajalive.in
Wednesday, December 10, 2025
16.1 C
Bhubaneswar

ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ

ଭୁବନେଶ୍ୱର: ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ । ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତ୍ରିଶ କୋଟି ଦେବା ଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି ଗୋମାତାଙ୍କ ପୂଜା କରିବା ଅର୍ଥ ଦେବତାଙ୍କୁ ସନ୍ତୁଷ୍ଟ କରିବା ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ହରିହରାନନ୍ଦ ଗୁରୁକୁଳମ୍‌ଠାରେ ଆୟୋଜିତ ଗୋ-ନବରାତ୍ର ମହୋତ୍ସବରେ କହିଛନ୍ତି।

ସୂଚନା ଯୋଗ୍ୟ ଯେ ଗୁରୁ ଗୋବିନ୍ଦ ଗୋ ସେବାଶ୍ରମ, ଓଡିଶା ଗୋ ସେବା ସମିତି ହରିହରାନନ୍ଦ ଗୁରୁକୁଳମ୍‌ ପକ୍ଷରୁ ପୁରୀ ଠାରେ ଚଳିତ ମାସ ୨ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ ଆୟୋଜନ ହୋଇଛି।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories