www.samajalive.in
Saturday, December 13, 2025
26.1 C
Bhubaneswar

ଏସୀୟ କ୍ରୀଡ଼ା: ଜାଭେଲିନ ଥ୍ରୋରେ ଇତିହାସ ରଚିଲା ଭାରତ, ନୀରଜ ସ୍ବର୍ଣ୍ଣ ଓ ରୌପ୍ୟ ଆଣିଲେ ଓଡ଼ିଆ ପୁଅ କିଶୋର

ହାଙ୍ଗଝୌ: ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ାର ୧୧ତମ ଦିନ ବୁଧବାର ଭାରତ ପାଇଁ ଏକ ଐତିହାସିକ ଦିନ। ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାତେଇଛି ଭାରତ। ଭାରତର ଷ୍ଟାର୍ ଖେଳାଳି ନୀରଜ ଚୋପ୍ରା କ୍ରମାଗତ ଭାବେ ଦ୍ବିତୀୟ ଥର ପାଇଁ ଏସୀୟ କ୍ରୀଡ଼ାରେ ଜାଭେଲିନ୍‌ ଥ୍ରୋରେ ସ୍ବର୍ଣ୍ଣ ଜିତିଥିବା ବେଳେ ଓଡ଼ିଆ ପୁଅ କିଶୋର କୁମାର ଜେନା ଦେଶ ପାଇଁ ଆଣିଛନ୍ତି ରୌପ୍ୟ ପଦକ। ନୀରଜ ୮୮.୮୮ ମିଟର ଦୂର ଜାଭେଲିନ ଫିଙ୍ଗି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିପରି କିଶୋର ୮୭.୫୪ ମିଟର ଜାଭେଲିନ ଫିଙ୍ଗି ରୌପ୍ୟ ପଦକ ହାସଲ କରିଛନ୍ତି। ଅପରପକ୍ଷେ, ଜାପାନର ରୋଡରିକ୍ ଗେନ୍‌କି ଡିନ୍‌ ୮୨.୬୮ ମିଟର ଜାଭେଲିନ ଫିଙ୍ଗି ବ୍ରୋଞ୍ଜ୍ ପଦକ ଜିତିଛନ୍ତି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories