www.samajalive.in
Saturday, December 6, 2025
16.1 C
Bhubaneswar

ସୁନା ଖାଦାନ ଭୁଶୁଡି ୧୪ ମୃତ

ନୂଆଦିଲ୍ଲୀ: ଭେନଜୁଏଲାରେ ଭୁଶୁଡିଲା ବେଆଇନ୍ ସୁନା ଖାଦାନ। ଖାଦାନ ଭୁଶୁଡି ୧୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୧ଜଣ ଗୁରୁତର ହୋଇଛନ୍ତି।  ଖାଦାନ ମଧ୍ୟରେ ଆଉ କିଛି ଶ୍ରମିକ ଚାପି ହୋଇ ରହିଥିବା ସୂଚନା ମିଳିଛି। ଅଗ୍ନିଶମ ବିଭାଗ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ରେସକ୍ୟୁ ଅପରେସନ୍‌କୁ ଜୋରଦାର କରିଛନ୍ତି। ଆଗକୁ ଆହୁରି ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories