www.samajalive.in
Saturday, December 6, 2025
23.1 C
Bhubaneswar

ବଡ ଝଟକା ; ପୁଣି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍‌ । ହୁ ହୁ ହୋଇ ବଢି ଚାଲିଛି ଦାମ୍‌ । ଗ୍ରାହକଙ୍କୁ ମିଳୁଛି ଝଟକା ପରେ ଝଟକା । ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ସୁନା ଦରରେ ବୃଦ୍ଧି ହୋଇଛି ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୫,୪୦୦ରେ ପହଞ୍ଚିଛି । ଗତକାଲି ଏହା ୯୩,୩୮୦ ଟଙ୍କା ଥିଲା । ଏଥିରେ ୨,୦୨୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୭,୪୫୦ ଟଙ୍କା ରହିଛି । ଗତକାଲି ଏହା ୮୫,୬୦୦ ଟଙ୍କା ଥିଲା । ଏଥିରେ ୧,୮୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୧,୫୫୦ ଟଙ୍କା ରହିଛି । ଗତକାଲି ଏହା ୭୦,୦୪୦ ଟଙ୍କା ଥିଲା । ଏଥିରେ ୧,୫୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୮୦୦ ରହିଛି । ଗତକାଲି ଏହା ୧୦,୭୦୦ ଥିଲା । ଏଥିରେ ୧୦୦ଟଙ୍କା ବୃଦ୍ଧି ହୋଇଛି ।

ଆଉ ୪ ଦିନ ପରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, ହେବ ବିବାହ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories