www.samajalive.in
Friday, December 5, 2025
17.1 C
Bhubaneswar

ଖୁସି ଖବର; କମିଲା ସୁନା, ୨ ହଜାର ଟଙ୍କା କମିଲା ଦାମ୍‌!

ଭୁବନେଶ୍ୱର : କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ସୁନା ଦର ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ସହ ଏଯାଏଁ ପ୍ରାୟ ୨ହଜାର ଟଙ୍କା ଦାମ୍‌ କମିଛି ।

ଜୁନ୍‌ ୨୫ ଅର୍ଥାତ୍‌ ବୁଧବାର କମିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୯୫୦ ଟଙ୍କା ରହିଛି । ଗତକାଲି ଏହା ୯୯, ୨୨୦ ଟଙ୍କା ଥିଲା । ଏଥିରେ ୨୭୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୦,୭୦୦ ଟଙ୍କା ରହିଛି । ଗତକାଲି ୯୦,୯୫୦ ଟଙ୍କା ଥିଲା । ଏଥିରେ ୨୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୪,୨୧୦ ଟଙ୍କା ରହିଛି । ଗତକାଲି ୭୪,୪୨୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୮୦୦ ଟଙ୍କା ରହିଛି । ଗତକାଲି ୧୧,୯୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

୧୨ ବର୍ଷ ପରେ ଦୁର୍ଲ୍ଲଭ ଯୋଗ; ବାସ୍‌ ଜୁଲାଇ ୭କୁ ଅପେକ୍ଷା, ଏହି ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହଠାତ୍‌ ହେବେ କୋଟିପତି, କିଣିବେ ଘର, ମିଳିବ ସବୁକିଛି..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories