www.samajalive.in
Sunday, December 14, 2025
16.1 C
Bhubaneswar

ହ୍ରାସ ପାଇଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ରେଟ୍

ନୂଆଦିଲ୍ଲୀ : ଡିସେମ୍ବର ପହିଲା ଅର୍ଥାତ୍ ଆଜି ସକାଳେ ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି। ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୯,୯୬୦ ଟଙ୍କା ରହିଥିବାବେଳେ ମୁମ୍ବାଇରେ ମୂଲ୍ୟ ୧୦ ଗ୍ରାମ୍‌ ପ୍ରତି ୧୨୯,୮୧୦ ଟଙ୍କା ରହିଛି। ଗୋଟିଏ ସପ୍ତାହରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୩,୯୮୦ ଟଙ୍କା ବୃଦ୍ଧି ପାଇଛି। ସେହି ସମୟରେ, ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୩,୬୫୦ ଟଙ୍କା ବୃଦ୍ଧି ପାଇଛି। ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୧୧୯,୧୪୦ ଟଙ୍କା। ମୁମ୍ବାଇ, ଚେନ୍ନାଇ ଏବଂ କୋଲକାତାରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୧୧୮,୯୯୦ ଟଙ୍କା ଏବଂ ୨୪ କ୍ୟାରେଟ୍ ସୁନାର ପ୍ରତି ୧୦ ଗ୍ରାମ ମୂଲ୍ୟ ୧୨୯,୮୧୦ ଟଙ୍କା ରହିଛି।

ପୁଣେ ଏବଂ ବେଙ୍ଗାଲୁରୁରେ, ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପାଇଁ ୧୨୯, ୮୧୦ ଟଙ୍କା ଏବଂ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ୍‌ ପାଇଁ ୧୧୮,୯୯୦ ଟଙ୍କା ରହିଛି। ଆଜି ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ପ୍ରତି କିଲୋଗ୍ରାମ ୧୮୪,୯୦୦ ଟଙ୍କା ରେ ପହଞ୍ଚିଛି। ଗୋଟିଏ ସପ୍ତାହ ମଧ୍ୟରେ ରୂପା ମୂଲ୍ୟ ୨୧,୦୦୦ ଟଙ୍କା ବୃଦ୍ଧି ପାଇଛି। ବିଦେଶୀ ବଜାରରେ ରୂପାର ମୂଲ୍ୟ ଆଉନ୍ସ ପ୍ରତି ୫୩.୮୧ ଡଲାର୍‌।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories