www.samajalive.in
Friday, December 5, 2025
23.1 C
Bhubaneswar

ପୁଣି ବଢିଲା ସୁନା ; ଜାଣନ୍ତୁ କେତେ

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲା ସୁନା । ଜୁନ୍‌ ୧୮ ଅର୍ଥାତ୍‌ ବୁଧବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୯୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧,୦୦,୩୭୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୨,୫୦୦ ଟଙ୍କା ରହିଛି । ଗତକାଲି ଏହା ୯୨,୦୦୦ ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୬୯୦ ଟଙ୍କା ବୃଦ୍ଧି ହୋଇଛି । ଗତକାଲି ୭୫,୨୮୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୧୦୦ ଟଙ୍କା ରହିଛି । ଗତକାଲି ଏହା ୧୨,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

ଜୁଲାଇରେ ମହାସଂଯୋଗ.. ବୃହସ୍ପତି-ଶନି ପୁଣି ଚନ୍ଦ୍ରମା-ରାହୁ ଚଳନ; ଜାଣନ୍ତୁ କେଉଁ ରାଶି ହେବେ କୋଟିପତି, କାହାର ହେବ ବିବାହ, ମିଳିବ ସନ୍ତାନ ସୁଖ

 

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories