www.samajalive.in
Monday, December 8, 2025
24.1 C
Bhubaneswar

କମିଲା ସୁନା ଦାମ୍‌

ଭୁବନେଶ୍ୱର : କମିଲା ସୁନା ଦାମ୍‌ । ସେପ୍ଟେମ୍ବର ୧୩ ଅର୍ଥାତ୍‌ ଶନିବାର କମିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୧,୧୧,୧୭୦ ରହିଛି । ଗତକାଲି ୧,୧୧,୨୮୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୯୦୦ ଟଙ୍କା । ଗତକାଲି ୧,୦୨,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା କମ୍‌ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୩,୩୭୦ ଟଙ୍କା ରହିଛି । ଗତକାଲି ୮୩,୪୬୦ ଟଙ୍କା ଥିଲା । ଏଥିରେ ୯୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ବଢିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୩୦୦ ଟଙ୍କା ରହିଛି । ଗତକାଲି ୧୪,୨୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଆଉ ଅଳ୍ପ ଦିନ.. ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ; ଏହି ୩ ରାଶି ହେବେ ମାଲାମାଲ୍‌, ଚାକିରି ଠାରୁ ଆରମ୍ଭ କରି ଦାମ୍ପତ୍ୟ ଜୀବନରେ ହେବ ଖୁସିର ଆଗମନ

ଜିଏସଟି.. ୨.୭୦ ଲକ୍ଷ ପର୍ଯ୍ୟନ୍ତ ଶସ୍ତା ହେଲା କାର୍‌ ଦାମ୍‌ ; ୪.୮୦ ଲକ୍ଷରେ ଜବରଦସ୍ତ କାର୍‌

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories