www.samajalive.in
Saturday, December 6, 2025
26.1 C
Bhubaneswar

ସୁନା ଦରରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର : ସୁନା ଦରରେ ଲାଗୁନି ବ୍ରେକ୍‌ । ନିୟମିତ ବଢି ଚାଲିଛି ଦାମ୍‌ । ସେପ୍ଟେମ୍ବର ୧୬ ଅର୍ଥାତ୍‌ ମଙ୍ଗଳବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୧,୯୩୦ ଟଙ୍କା ରହିଛି । ଗତକାଲି ୧,୧୧, ୦୬୦ ଟଙ୍କା ଥିଲା । ଏଥିରେ ୮୭୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୬୦୦ ଟଙ୍କା ରହିଛି । ଗତକାଲି ୧,୦୧,୮୦୦ ଟଙ୍କା ଥିଲା । ଏଥିରେ ୮୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୩,୯୫୦ ଟଙ୍କା ରହିଛି । ଗତକାଲି ୮୩,୨୯୦ ଟଙ୍କା ଥିଲା । ଏଥିରେ ୬୬୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୪୦୦ ଟଙ୍କା ରହିଛି । ଗତକାଲି ୧୪,୩୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

ଅଛି କି ଆପଣଙ୍କ ରାଶି? ଏମାନଙ୍କୁ କରିବେ ମାଲାମାଲ୍‌, ଏକାଠି ହେବେ ଶନି-ବୁଧ..

ବଡ଼ ଆଶ୍ୱସ୍ତି.. ଜାଣନ୍ତୁ ୨୨ ସେପ୍ଟେମ୍ବର ପରେ କେତେ ଟଙ୍କା ଶସ୍ତା ହେବ କ୍ଷୀର, ଘିଅ ସହ ଏସବୁ ଖାଦ୍ୟଜିନିଷ..

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories