www.samajalive.in
Sunday, December 7, 2025
26.1 C
Bhubaneswar

କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍‌ । ସେପ୍ଟେମ୍ବର ୧୭ ଅର୍ଥାତ୍‌ ବୁଧବାର ସୁନା ଦାମ୍‌ ହ୍ରାସ ହୋଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୧,୭୧୦ ଟଙ୍କା ରହିଛି । ଗତକାଲି ୧,୧୧,୯୩୦ ଟଙ୍କା ଥିଲା । ଏଥିରେ ୨୨୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୪୦୦ ଟଙ୍କା ରହିଛି । ଗତକାଲି ୧,୦୨,୬୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୩,୭୮୦ ଟଙ୍କା ରହିଛି । ଗତକାଲି ୮୩,୯୫୦ ଟଙ୍କା ଥିଲା ।ଏଥିରେ ୧୭୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୨୦୦ ଟଙ୍କା ରହିଛି । ଗତକାଲି ୧୪,୪୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

ଅକ୍ଟୋବରରେ ଏହି ୪ ରାଶିଙ୍କୁ କୋଟିପତି କରିବ ବୁଧଙ୍କ ଖାସ୍‌ ଚଳନ : ଧନ ଠାରୁ ଆରମ୍ଭ କରି ସୁନାରେ ଭର୍ତ୍ତି ହେବ ଆଲମିରା..

ଭିଭୋ ୱାଇ୩୧ ୫ଜି ସିରିଜ୍‌ ହେଲା ଲଞ୍ଚ : ରହିଛି ଜବରଦସ୍ତ ଫିଚର୍‌, ଦାମ୍‌ ମାତ୍ର ଏତିକି..

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories