www.samajalive.in
Monday, December 8, 2025
14.1 C
Bhubaneswar

ଆଜି ବି କମିଲା ସୁନା; ଜାଣନ୍ତୁ କେତେ ଅଛି ୧୦ ଗ୍ରାମ୍‌ ସୁନା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ଶସ୍ତା ହେଲା ସୁନା ଦାମ୍‌ । ସେପ୍ଟେମ୍ବର ୧୮ ଅର୍ଥାତ୍‌ ଗୁରୁବାର ପୁଣି କମିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୧,୧୭୦ ଟଙ୍କା ରହିଛି । ଗତକାଲି ୧,୧୧,୭୧୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୯୦୦ ଟଙ୍କା ରହିଛି । ଗତକାଲି ୧,୦୨,୪୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୩,୩୮୦ ଟଙ୍କା ରହିଛି । ଗତକାଲି ୮୩,୭୮୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି ।

ସେପ୍ଟେମ୍ବର ୨୧ରେ ସୂର୍ଯ୍ୟପରାଗ.. ଜାଣନ୍ତୁ ଭାରତରେ ଦୃଶ୍ୟମାନ କି ନୁହେଁ: କେଉଁ ରାଶି ପାଇଁ ଅତ୍ୟନ୍ତ ଶୁଭଙ୍କର, ଚାକିରି ଠାରୁ ଆରମ୍ଭ କରି ଜୀବନରେ ମିଳିବ ଅନେକ ଖୁସି..

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି। ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୧୦୦ ଟଙ୍କା ରହିଛି । ଗତକାଲି ୧୪,୨୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଜିଏସଟି ପ୍ରଭାବ.. ୭୨,୦୦୦ ଟଙ୍କା ଶସ୍ତା ହେଲା; ଟାଟା ଟିଆଗୋ ଉପରେ ମିଳିବ ଜବରଦସ୍ତ ରିହାତି

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories