www.samajalive.in
Saturday, December 6, 2025
17.1 C
Bhubaneswar

କମିଥିଲା ହେଲେ ପୁଣି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ୨ ଦିନ ସୁନା ଦାମ୍‌ ହ୍ରାସ ହୋଇଥିବା ବେଳେ ସେପ୍ଟେମ୍ବର ୧୯ ଅର୍ଥାତ୍‌ ଶୁକ୍ରବାର ପୁଣି ବଢିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୧,୩୩୦ ଟଙ୍କା ରହିଛି । ଗତକାଲି ୧,୧୧,୧୭୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୦୫୦ ଟଙ୍କା ରହିଛି । ଗତକାଲି ୧,୦୧,୯୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ବୃଦ୍ଧି ହୋଇଛି ।

୯ ଅକ୍ଟୋବରରୁ ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୩,୫୦୦ ଟଙ୍କା ରହିଛି । ଗତକାଲି ୮୩,୩୮୦ ଟଙ୍କା ଥିଲା । ଏଥିରେ ୧୨୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୩୦୦ ଟଙ୍କା ରହିଛି । ଗତକାଲି ୧୪,୧୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।

୯ ଅକ୍ଟୋବରରୁ ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories