www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : କମିଥିଲା ପୁଣି ବଢିଲା ସୁନା ଦର । ୨୪ କ୍ୟାରେଟ ୧୦ ଗ୍ରାମ୍‌ ସୁନା ଦର ୧,୧୪,୮୮୦ ଟଙ୍କା ରହିଛି । ଗତକାଲି ୧,୧୪,୪୪୦ ଟଙ୍କା ଥିଲା । ଏଥିରେ ୪୪୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୫,୩୦୦ ଟଙ୍କା ରହିଛି । ଗତକାଲି ୧,୦୪,୯୦୦ ଟଙ୍କା ରହିଛି । ଏଥିରେ ୪୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୬,୧୬୦ ଟଙ୍କା ରହିଛି । ଗତକାଲି ୮୫,୮୩୦ ଟଙ୍କା ଥିଲା । ଏଥିରେ ୩୩୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୫,୩୦୦ ଟଙ୍କା ରହିଛି । ଗତକାଲି ୧୫,୦୦୦ ଟଙ୍କା ଥିଲା । ଏଥିରେ ୩୦୦ ଟଙ୍କା ବୃଦ୍ଧି ହୋଇଛି ।

ପୁଣି ଥରେ ସାମ୍ନାକୁ ଆସିଛି ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ପାକିସ୍ତାନ ପ୍ରତି ସହାନୁଭୂତି

ଶନିଙ୍କ ଉପରେ ପଡିବ ସୂର୍ଯ୍ୟଙ୍କ ଦୃଷ୍ଟି: ଏହି ୩ ରାଶି ହେବେ ଭାଗ୍ୟଶାଳୀ, କଣିବେ ନୂଆ ଗାଡି, ଘର..

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories