www.samajalive.in
Monday, December 15, 2025
16.1 C
Bhubaneswar

ସୁନା କିଣିବେ କି? ପୁଣି କମିଲା ଦାମ୍‌, ଜାଣନ୍ତୁ କେତେ

ଭୁବନେଶ୍ୱର : କିଛି ଦିନ ଧରି ବଢୁଥିବା ସୁନା ଦାମ୍‌ ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ଆଶ୍ୱସ୍ତି ମିଳିଛି । ଗତକାଲି ସୁନା ଦର ହ୍ରାସ ପାଇଥିବା ବେଳେ ଶନିବାର ମଧ୍ୟ ସୁନା ଦର କମିଛି ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୦,୬୬୦ ଟଙ୍କା ରହିଛି । ଗତକାଲି ଏହା ୯୧,୬୪୦ ଟଙ୍କା ଥିଲା । ଏଥିରେ ୯୮୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୩,୧୦୦ ଟଙ୍କା ରହିଛି । ଗତକାଲି ଏହା ୮୪,୦୦୦ ଟଙ୍କା ଥିଲା । ଏଥିରେ ୯୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୬୭,୯୯୦ ଟଙ୍କା ରହିଛି । ଗତକାଲି ଏହା ୬୮,୭୩୦ ଟଙ୍କା ଥିଲା । ଏଥିରେ ୭୪୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମ୍‌ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୩୦୦ ଟଙ୍କା ରହିଛି । ଗତକାଲି ଏହା ୧୦,୮୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।

ଶ୍ରୀରାମନବମୀରେ ଦୁର୍ଲ୍ଲଭ ସଂଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ଚାକିରି, ରହିବନି ଚିନ୍ତା..

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories