www.samajalive.in
Saturday, December 6, 2025
16.1 C
Bhubaneswar

ପୁଣି ବଢିଲା ସୁନା ଦାମ୍‌; ଗ୍ରାମ୍‌ ପିଛା ଏତିକି ବୃଦ୍ଧି

ଭୁବନେଶ୍ୱର : ଗତ କିଛି ଦିନରେ ସୁନା ଦର କମିଥିବା ବେଳେ ପୁଣି ବଢିଲା ସୁନା ଦାମ୍‌ । ଗୁରୁବାର ସୁନା ଦାମ୍‌ ପ୍ରାୟ ୨୭୦୦ ଟଙ୍କା ବୃଦ୍ଧି ପାଇଛି।

ଏପ୍ରିଲ ୧୦ ଅର୍ଥାତ୍‌ ଗୁରୁବାର ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୩,୩୮୦ ଟଙ୍କା ରହିଛି । ଗତକାଲି ଏହା ୯୦,୪୪୦ ଟଙ୍କା ଥିଲା । ଏଥିରେ ପ୍ରାୟ ୨,୯୪୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୫,୬୦୦ ରହିଛି । ଗତକାଲି ଏହା ୮୨,୯୦୦ ରହିଥିଲା । ଏଥିରେ ୨୭୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୦,୦୪୦ ଟଙ୍କା ରହିଛି । ଗତକାଲି ଏହା ୬୭,୮୩୦ ଟଙ୍କା ଥିଲା । ଏଥିରେ ୨,୨୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୪୦୦ ରହିଛି । ଗତକାଲି ଏହା ୧୦,୨୦୦ ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।

ଉଦୟ ହେଲେ ଶନି : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, କାହାକୁ ମିଶ୍ରିତ ଫଳ

ଦେଖନ୍ତୁ ଭିଡିଓ ; ବିଦ୍ୟୁତ୍‌ ତାର ଉପରେ ଘାସ ଖାଉଛି ଛେଳି

 

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories