www.samajalive.in
Sunday, December 7, 2025
23.1 C
Bhubaneswar

ରେକର୍ଡ ଭାଙ୍ଗିଲା ସୁନା ଦର, ୯୬ ହଜାର୍‌ ପାର୍‌

ଭୁବନେଶ୍ୱର : ହୁ ହୁ ହୋଇ ବଢି ଚାଲିଛି ସୁନା ଦର। ଗତ କିଛି ଦିନ ମଧ୍ୟରେ ବଢୁଥିବା ସୁନାଦର ସଭିଁଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏପ୍ରିଲ ୧୬ ଅର୍ଥାତ୍‌ ବୁଧବାର ସୁନାଦର ଆକାଶ ଛୁଆଁ ହୋଇଛି ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୬,୧୭୦ ଟଙ୍କା ରହିଛି । ଗତକାଲି ଏହା ୯୫,୧୮୦ ଟଙ୍କା ଥିଲା । ଏଥିରେ ୯୯୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୮,୧୫୦ ଟଙ୍କା ରହିଛି । ଗତକାଲି ଏହା ୮୭,୨୦୦ ଥିଲା । ଏଥିରେ ୯୫୦ ଟଙ୍କା ବୃଦ୍ଧି ହୋଇଛି ।

ଦେଢ ବର୍ଷ ପରେ କେତୁ ଚଳନ: ଏହି ରାଶି ହେବେ ମାଲାମାଲ୍‌, ବଢିବ ଦରମା, କିଣିବେ ନୂଆ ଘର, ଗାଡି..

ଆପତ୍ତିଜନକ ଅବସ୍ଥାରେ.. ସ୍ୱାମୀଙ୍କୁ ହତ୍ୟା କଲେ ୟୁଟ୍ୟୁବର ମହିଳା

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୨,୧୩୦ ଟଙ୍କା ରହିଛି । ଗତକାଲି ଏହା ୭୧,୩୫୦ ଟଙ୍କା ଥିଲା । ଏଥିରେ ୭୮୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୦୦୦ ରହିଛି । ଗତକାଲି ଏହା ୧୦,୯୮୦ ଥିଲା । ଏଥିରେ ୨୦ ଟଙ୍କା ବୃଦ୍ଧି ହୋଇଛି ।

ଦେଖନ୍ତୁ ଭିଡିଓ; ବିଶାଳକାୟ ଅଜଗର ସହ ଏକାଠି ଗାଧୋଉଛନ୍ତି ବ୍ୟକ୍ତି

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories