www.samajalive.in
Sunday, December 7, 2025
26.1 C
Bhubaneswar

ଅକ୍ଷୟ ତୃତୀୟାରେ ଜାଣନ୍ତୁ କେତେ କମିଲା ସୁନା ଦାମ୍‌

ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା ପର୍ବ। ଏହି ଦିନ ଅଧିକାଂଶ ଲୋକେ ସୁନା ଓ ରୁପା ଅଳଙ୍କାର କିଣିବାକୁ ଇଚ୍ଛା କରନ୍ତି । ତେବେ ଗତ କିଛି ଦିନ ଧରି ସୁନା ଦାମ୍‌ ହୁ ହୁ ହୋଇ ବୃଦ୍ଧି ପାଇ ଲକ୍ଷେ ଟଙ୍କା ଅତିକ୍ରମ କରିଥିବା ଏବେ ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସୁନା ଦର ହ୍ରାସ ହୋଇଛି । ଏପ୍ରିଲ ୩୦ ଅର୍ଥାତ୍‌ ବୁଧବାର ସୁନା ଦର ସାମାନ୍ୟ କମିଛି ।
୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୭,୯୧୦ ଟଙ୍କା ରହିଛି । ଗତକାଲି ଏହା ୯୭,୯୭୦ ଟଙ୍କା ଥିଲା । ଏଥିରେ ୬୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୯,୭୫୦ ଟଙ୍କା ରହିଛି । ଗତକାଲି ଏହା ୮୯, ୮୦୦ ଥିଲା । ଏଥିରେ ୫୦ ଟଙ୍କା ହ୍ରାସ ହୋଇଛି ।

ଅକ୍ଷୟ ତୃତୀୟାରେ କେଉଁ ଜିନିଷ କିଣିବା ଉଚିତ୍‌, ଅନୁଚିତ୍‌, କ’ଣ କରିବେ ଦାନ, ଶୁଭ ସମୟ..

- Advertisement -

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୩,୪୪୦ ଟଙ୍କା ରହିଛି। ଗତକାଲି ଏହା ୭୩,୪୮୦ ଟଙ୍କା ଥିଲା। ଏଥିରେ ୪୦ ଟଙ୍କା ହ୍ରାସ ହୋଇଛି।

ସେହିପରି ରୁପା ଦାମ୍‌ ମଧ୍ୟ କମ୍‌ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୦୦୦ ରହିଛି । ଗତକାଲି ଏହା ୧୧,୧୦୦ ରହିଛି । ଏଥିରେ ୧,୧୦୦ ଥିଲା ।

ଦୀର୍ଘ ବର୍ଷ ପରେ ଅକ୍ଷୟ ତୃତୀୟାରେ ଲକ୍ଷ୍ମୀନାରାୟଣ ରାଜଯୋଗ; ଆଜି ଠାରୁ ଏହି ରାଶିଙ୍କୁ ମାଲାମାଲ୍‌ କରିବେ ମା’ଲକ୍ଷ୍ମୀ, ବଢିବ ଦରମା, ରହିବନି ଚିନ୍ତା

ଜାଣନ୍ତୁ ଅକ୍ଷୟ ତୃତୀୟାରେ ରାଶି ଅନୁଯାୟୀ କ’ଣ କିଣିଲେ : ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories