www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ବଢିଲା ସୁନା, ଦିନକରେ ବଢିଗଲା ଏତିକି ଟଙ୍କା

ଭୁବନେଶ୍ୱର : କିଛି ଦିନର ଆଶ୍ୱସ୍ତି ପରେ ପୁଣି ବଢିଲା ସୁନା ଦର । ମେ’ ୬ ଅର୍ଥାତ୍‌ ମଙ୍ଗଳବାର ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୮,୪୬୦ ଟଙ୍କା ରହିଛି । ଗତକାଲି ଏହା ୯୫,୭୩୦ ଟଙ୍କା ଥିଲା । ଦିନକରେ ୨,୭୩୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୦,୨୫୦ ଟଙ୍କା ରହିଛି । ଗତକାଲି ଏହା ୮୭,୭୫୦ ଟଙ୍କା ଥିଲା । ଏଥିରେ ୨,୫୦୦ ଟଙ୍କା ବୃଦ୍ଧି ପାଇଛି ।
୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩, ୮୪୦ ଟଙ୍କା ରହିଛି । ଗତକାଲି ଏହା ୭୧,୮୦୦ ଟଙ୍କା ଥିଲା । ଏଥିରେ ୨,୦୪୦ ଟଙ୍କା ବୃଦ୍ଧି ହୋଇଛି ।
ମାତ୍ର ରୁପା ଦାମ୍‌ରେ ସାମାନ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୭୯୦ ଟଙ୍କା ଥିବା ବେଳେ ଗତକାଲି ଏହା ୧୦,୮୦୦ ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ରାହୁ ଚଳନ : ଏହି ରାଶି ହେବେ ମାଲାମାଲ୍‌, ଆଉ ରହିବନି ଚିନ୍ତା, ଧନର ହେବ ବର୍ଷା

ଜାଣନ୍ତୁ କାହିଁକି ହୋଇଥିଲା ପ୍ରଭୁ ଶିବ ଓ ହନୁମାନଙ୍କ ମଧ୍ୟରେ ଯୁଦ୍ଧ

- Advertisement -

ଦେଖନ୍ତୁ ଭିଡିଓ ; କେମିତି ଚେୟାରରେ ଲୁଚି ଥିଲା ସାପ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories