www.samajalive.in
Tuesday, December 9, 2025
23.1 C
Bhubaneswar

ଖୁସି ଖବର; କମିଲା ସୁନା ଦର, ଜାଣନ୍ତୁ କେତେ

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଖୁସି ଖବର। କମିଲା ସୁନା ଦର। ସୋମବାର ଅର୍ଥାତ୍‌ ମେ’ ୧୨ ତାରିଖରେ କମିଛି ସୁନା ଦର। ଗତ କିଛି ଦିନ ହେବ ସୁନା ଦର ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଏବେ ଆଶ୍ୱସ୍ତି ମିଳିଛି ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୬,୮୮୦ ଟଙ୍କା ରହିଛି । ଗତକାଲି ଏହା ୯୮,୬୮୦ ଥିଲା । ଏଥିରେ ୧୮୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୮୮,୮୦୦ ଟଙ୍କା ରହିଛି । ଗତକାଲି ଏହା ୯୦,୪୫୦ ଟଙ୍କା ଥିଲା । ଏଥିରେ ୧୬୫୦ ଟଙ୍କା ହ୍ରାସ ହୋଇଛି ।

୫୦ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କୁ ମିଳିବ ଖାଲି ସଫଳତା, ହେବେ ମାଲାମାଲ୍‌, ବଢିବ ଦରମା..

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୨,୬୬୦ ଟଙ୍କା ରହିଛି । ଗତକାଲି ଏହା ୭୪,୦୧୦ ଟଙ୍କା ଥିଲା । ଏଥିରେ ୧୩୫୦ ଟଙ୍କା ହ୍ରାସ ହୋଇଛି ।

ଦେଖନ୍ତୁ ଭିଡିଓ ; ଢାବାକୁ ଆସିଥିଲେ ଭାରତୀୟ ସୈନ୍ୟ, ତା’ପରେ ହେଲା ଏମିତି..

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୯୦୦ ରହିଛି । ଗତକାଲି ଏହା ୧୧,୧୦୦ ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

ରିୟଲମି ଜିଟି ୭ ସିରିଜ୍‌ ; ଆସୁଛି ସବୁଠାରୁ ଜବରଦସ୍ତ ବ୍ୟାଟେରୀର ସ୍ମାର୍ଟଫୋନ୍‌, ହୋସ୍‌ ଉଡାଇବ ଡିଜାଇନ୍‌, ଫିଚର

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories