ଖୁସି ଖବର; କମିଲା ସୁନା ଦର, ଜାଣନ୍ତୁ କେତେ
ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଖୁସି ଖବର। କମିଲା ସୁନା ଦର। ସୋମବାର ଅର୍ଥାତ୍ ମେ’ ୧୨ ତାରିଖରେ କମିଛି ସୁନା ଦର। ଗତ କିଛି ଦିନ ହେବ ସୁନା ଦର ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଏବେ ଆଶ୍ୱସ୍ତି ମିଳିଛି । ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୬,୮୮୦ ଟଙ୍କା ରହିଛି । ଗତକାଲି ଏହା ୯୮,୬୮୦ ଥିଲା । ଏଥିରେ ୧୮୦୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍ … Continue reading ଖୁସି ଖବର; କମିଲା ସୁନା ଦର, ଜାଣନ୍ତୁ କେତେ
Copy and paste this URL into your WordPress site to embed
Copy and paste this code into your site to embed