www.samajalive.in
Friday, December 5, 2025
26.1 C
Bhubaneswar

ଖୁସି ଖବର ; ପୁଣି କମିଲା ସୁନା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି । ପୁଣି କମିଲା ସୁନା ଦର । ମେ’୧୪ ବୁଧବାର ସୁନା ଦର କମିଛି ।
୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୬,୦୬୦ ଟଙ୍କା ରହିଛି । ଗତକାଲି ୯୬,୬୦୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୮୮,୦୫୦ ଟଙ୍କା ରହିଛି । ଗତକାଲି ଏହା ୮୮,୫୫୦ ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୨,୦୪୦ ଟଙ୍କା ରହିଛି । ଗତକାଲି ୭୨,୪୫୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୯୦୦ ରହିଛି । ଗତକାଲି ଏହା ୧୦,୯୦୦ ଥିଲା ।

ମହାଚଳନ ; ଶୁକ୍ର କରିବେ ଏହି ରାଶିଙ୍କୁ ମାଲାମାଲ୍‌, ହଠାତ୍‌ ହେବେ ଧନୀ, ହେବ ବିବାହ, କିଣିବେ ଘର, ଗାଡି..

ଭୂତ ଫିଲ୍ମର ଦୃଶ୍ୟରୁ କମ୍‌ ନୁହେଁ; ଦେଖନ୍ତୁ ଭିଡିଓ, ରେସ୍ତୋରାଁରେ ଖାଉଥିଲେ ଲୋକେ, ହଠାତ୍‌ ହେଲା ଏମିତି..

- Advertisement -

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories