www.samajalive.in
Tuesday, December 9, 2025
16.1 C
Bhubaneswar

ଆଶ୍ୱସ୍ତି ; କମିଲା ସୁନା, ୫ ହଜାର କମିଲା ଦାମ୍‌!

ଭୁବନେଶ୍ୱର : ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ଲଗାତାର ବୃଦ୍ଧି ପରେ କମିଲା ସୁନା ଦାମ୍‌ । ମେ’ ୨୦ ଅର୍ଥାତ୍‌ ମଙ୍ଗଳବାର କମିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୫,୦୨୦ ଟଙ୍କା ରହିଛି । ଗତକାଲି ଏହା ୯୫,୫୧୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୭,୧୦୦ ଟଙ୍କା ରହିଛି । ଗତକାଲି ଏହା ୮୭,୫୫୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୧,୨୭୦ ଟଙ୍କା ରହିଛି । ଗତକାଲି ୭୧,୬୩୦ ଟଙ୍କା ଥିଲା । ଏଥିରେ ୩୬୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୮୦୦ ରହିଛି । ଗତକାଲି ଏହା ୧୦,୯୦୦ ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଜୁନ୍‌ରେ ୫୦ ବର୍ଷ ପରେ ତ୍ରିକୋଣ ଓ ମାଲବ୍ୟ ରାଜଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି, ଧନର ହେବ ବର୍ଷା..

ଲଗାତାର ବୃଦ୍ଧି ହେବା ପରେ ସୁନା ଦର ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୨ରେ ୧ ଲକ୍ଷ ଟଙ୍କା ପାର୍‌ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୫ ହଜାର ଟଙ୍କା ଦାମ୍‌ ହ୍ରାସ ହୋଇଛି ।

‘ରଖେ ହରି ତ ମାରେ କିଏ’ ; ଦେଖନ୍ତୁ ଭିଡିଓ, ଟ୍ରକ୍‌ ଚକ ତଳୁ କେମିତି ବଞ୍ଚିଲା ମହିଳାଙ୍କ ଜୀବନ

ଆଉ ୨ ଦିନରେ +୨ ପରୀକ୍ଷା ଫଳ ; ବୃଦ୍ଧି ପାଇବ+୩ ନାମଲେଖା ପାଇଁ ଆବେଦନ ଅବଧି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories