www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : କିଛି ଦିନ ତଳେ ସୁନା ଦର ହ୍ରାସ ହୋଇଥିବା ବେଳେ ପୁଣି ଥରେ ବଢିବାରେ ଲାଗିଛି ଦାମ୍‌ । ମେ’ ୨୨ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୯୧୦ ଟଙ୍କା ରହିଛି । ଗତକାଲି ଏହା ୯୭,୪୨୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୭୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୩୦୦ ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।

ଦୀର୍ଘ ୧୮ ବର୍ଷ ପରେ ଜୁନ୍‌ରେ ଶକ୍ତିଶାଳୀ ରାଜଯୋଗ; ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର, ମଙ୍ଗଳ, ଧନର ହେବ ବର୍ଷା, ବଢିବ ଦରମା, ହେବ ବିବାହ, ସବୁଥିରେ ମିଳିବ ସଫଳତା..

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୪୪୦ ଟଙ୍କା ରହିଛି । ଗତକାଲି ଏହା ୭୩,୦୭୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୨୦୦ ରହିଛି । ଗତକାଲି ୧୧,୧୦୦ ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

ଜବରଦସ୍ତ ଅଫର୍‌ ; ଶସ୍ତା ହେଲା ଭିଭୋ ୫ଜିର ଏହି ଫୋନ୍‌ର ଦାମ୍‌

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories