www.samajalive.in
Friday, December 5, 2025
23.1 C
Bhubaneswar

ପୁଣି ବଢିଲା ସୁନା ଦର

ଭୁବନେଶ୍ୱର : ପୁଣି ବଢିଲା ସୁନା ଦର । ମେ’ ୨୪ ଆର୍ଥାତ୍‌ ଶନିବାର ପୁଣି ସୁନା ଦର ବୃଦ୍ଧି ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୦୮୦ ଟଙ୍କା ରହିଛି । ଗତକାଲି ଏହା ୯୭,୫୩୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ବୃଦ୍ଧି ହୋଇଛି ।
୨୨କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୯୦୦ ଟଙ୍କା ରହିଛି । ଗତକାଲି ୮୯,୪୦୦ ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩, ୫୬୦ ଟଙ୍କା ରହିଛି । ଗତକାଲି ୭୩,୧୫୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।
ରୁପା ଦାମ୍‌ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୦୯୦ ଟଙ୍କା ରହିଛି । ଗତକାଲି ଏହା ୧୧,୧୦୦ ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ଜୁନ୍‌ରେ ଗ୍ରହଙ୍କ ବଡ ସଂଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି..

- Advertisement -

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories