ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ଖବର । ମେ’ ୨୯ ଅର୍ଥାତ୍ ଗୁରୁବାର ହ୍ରାସ ହୋଇଛି ସୁନା ଦର ।
୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୭,୦୪୦ ଟଙ୍କା ରହିଛି । ଗତକାଲି ଏହା ୯୭,୪୮୦ ଟଙ୍କା ଥିଲା । ଏଥିରେ ୪୪୦ ଟଙ୍କା ହ୍ରାସ ହୋଇଛି।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୮୮,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୩୫୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୨,୭୮୦ ଟଙ୍କା ରହିଛି । ଗତକାଲି ଏହା ୭୩, ୧୧୦ ଟଙ୍କା ଥିଲା । ଏଥିରେ ୩୩୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ କମ୍ ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୧,୦୯୦ ଟଙ୍କା ରହିଛି । ଗତକାଲି ଏହା ୧୧,୧୦୦ ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।
https://samajalive.in/zodiac-sign-after-12-years/661164.html



