www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ବଢିଲା ସୁନା; ଜାଣନ୍ତୁ କେତେ, ଟପିବକି ପୁଣି ଲକ୍ଷେ!

ଭୁବନେଶ୍ୱର : ଆଶ୍ୱସ୍ତି ପରେ ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଲା ସୁନା ଦର । ଜୁନ୍‌ ୧୧ ଅର୍ଥାତ୍‌ ବୁଧବାର ବୃଦ୍ଧି ପାଇଛି ସୁନା ଦର ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୮,୪୦୦ ଟଙ୍କା ରହିଛି । ଗତକାଲି ଏହା ୯୭,୫୮୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୦,୨୦୦ ଟଙ୍କା ରହିଛି । ଗତକାଲି ୮୯,୪୫୦ ଟଙ୍କା ଥିଲା । ଏଥିରେ ୭୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୮୦୦ ଟଙ୍କା ରହିଛି । ଗତାକଲି ଏହା ୭୩,୧୯୦ ଟଙ୍କା ଥିଲା । ଏଥିରେ ୬୧୦ ଟଙ୍କା ବୃଦ୍ଧି ପାଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୯୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୧,୯୦୦ ଥିଲା ।

୧୨ ବର୍ଷ ପରେ ସବୁଠାରୁ ଶକ୍ତିଶାଳୀ ରାଜଯୋଗ ; ଶୀଘ୍ର ଧନୀ ହେବେ ଏହି ରାଶି, ହେବ ବିବାହ, ଦୂର ହେବ ସବୁ ଚିନ୍ତା..

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories