www.samajalive.in
Friday, December 5, 2025
27.1 C
Bhubaneswar

ଚିନ୍ତା ବଢାଇଲା ; ପୁଣି ବଢିଲା ସୁନା ଦାମ୍‌, ଜାଣନ୍ତୁ କେତେ

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲା ସୁନା ଦର । ଜୁନ୍‌ ୧୨ ଅର୍ଥାତ୍‌ ଗୁରୁବାର ସୁନା ଦାମ୍‌ ବୃଦ୍ଧି ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୨୮୦ ଟଙ୍କା ରହିଛି । ଗତକାଲି ଏହା ୯୮,୪୦୦ ଟଙ୍କା ଥିଲା । ଏଥିରେ ୮୮୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୧,୦୦୦ ଟଙ୍କା ରହିଛି । ଗତକାଲି ଏହା ୯୦,୨୦୦ ଥିଲା । ଏଥିରେ ୮୦୦ ଟଙ୍କା ବୃଦ୍ଧି ପାଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୪,୪୬୦ ଟଙ୍କା ରହିଛି । ଗତକାଲି ଏହା ୭୩,୮୦୦ ଥିଲା । ଏଥିରେ ୬୬୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୮୯୦ ଟଙ୍କା ରହିଛି । ଗତକାଲି ୧୧,୯୦୦ ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ମହାଲକ୍ଷ୍ମୀ ରାଜଯୋଗ ; ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହେବେ ମାଲାମାଲ୍‌, ସବୁଥିରେ ମିଳିବ ସଫଳତା

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories