www.samajalive.in
Saturday, December 6, 2025
16.1 C
Bhubaneswar

ଆଶ୍ୱସ୍ତି ଖବର ; କମିଲା ସୁନା , ଜାଣନ୍ତୁ କେତେ..

ଭୁବନେଶ୍ୱର : ଲକ୍ଷେ ଟଙ୍କା ପାର୍‌ ହୋଇ ସାରିଛି ସୁନା ଦର । ଜୁନ୍‌ ୧୬ ଅର୍ଥାତ୍‌ ସୋମବାର ସୁନା ଦରରେ ସାମାନ୍ୟ ହ୍ରାସ ହୋଇଛି ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୧,୦୧,୫୧୦ଟଙ୍କାରେ ପହଞ୍ଚିଛି । ଗତକାଲି ଏହା ୧,୦୧,୬୮୦ ଟଙ୍କା ଥିଲା । ଏଥିରେ ୧୭୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୩,୦୫୦ ଟଙ୍କା ରହିଛି । ଗତକାଲି ଏହା ୯୩,୨୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୬,୧୪୦ ଟଙ୍କା ରହିଛି । ଗତକାଲି ଏହା ୭୬,୨୬୦ ଟଙ୍କା ଥିଲା । ଏଥିରେ ୧୨୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ପାଇଛି । ୧୦୦ ଗ୍ରାମ୍‌ ରୁପା ଦର ୧୧,୯୯୦ ଟଙ୍କା ରହିଛି । ଗତକାଲି ଏହା ୧୨,୦୦୦ ଟଙ୍କା ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ଦୀର୍ଘ ବର୍ଷ ପରେ ଜୁଲାଇରେ ଦୁର୍ଲ୍ଲଭ ଯୋଗ; ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏହି ରାଶିଙ୍କୁ କରିବ କୋଟିପତି, ଖୋଲିବ ବନ୍ଦ ଭାଗ୍ୟର ତାଲା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories