www.samajalive.in
Friday, December 5, 2025
20.1 C
Bhubaneswar

ଆଶ୍ୱସ୍ତି ; କମିଲା ସୁନା, ଜାଣନ୍ତୁ କେତେ

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଜୁନ୍‌ ୨୦ ଅର୍ଥାତ୍‌ ଶୁକ୍ରବାର କମିଛି ସୁନା ଦର ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୧,୦୦,୪୮୦ ଟଙ୍କା ରହିଛି । ଗତକାଲି ୧,୦୧,୦୮୦ ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୨,୧୦୦ ଟଙ୍କା ରହିଛି । ଗତକାଲି ୯୨,୬୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୫,୩୬୦ ଟଙ୍କା ରହିଛି । ଗତକାଲି ୭୫,୮୧୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ୨୦୦ ଟଙ୍କା ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ୧୨,୨୦୦ ଟଙ୍କା ଥିଲା ।

ଏହି ରାଶିମାନେ ମା’ଲକ୍ଷ୍ମୀଙ୍କ କୃପାରୁ ନିଶ୍ଚୟ ହୁଅନ୍ତି କୋଟିପତି, ହଠାତ୍‌ ବଦଳେ ଏମାନଙ୍କ ଭାଗ୍ୟ, ଧନ ମାମଲାରେ ଏମାନେ ବେଶ ଭାଗ୍ୟଶାଳୀ..

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories