ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍ । ଜୁନ୍ ୨୧ ଅର୍ଥାତ୍ ଶନିବାର ବଢିଛି ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୭୫୦ ଟଙ୍କା ରହିଛି । ଗତକାଲି ୧,୦୦,୪୮୦ ଟଙ୍କା ଥିଲା । ଏଥିରେ ୨୭୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୨,୩୫୦ ଟଙ୍କା ରହିଛି । ଗତକାଲି ୯୨,୧୦୦ ଟଙ୍କା ଥିଲା । ଏଥିରେ ୨୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୫,୫୬୦ ଟଙ୍କା ରହିଛି । ଗତକାଲି ୭୫,୩୬୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।



