ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । ଜୁନ୍ ୨୪ ଅର୍ଥାତ୍ ମଙ୍ଗଳବାର ସୁନା ଦର ହ୍ରାସ ହୋଇଛି ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୯,୮୭୦ ଟଙ୍କା ରହିଛି । ଗତକାଲି ୧,୦୦,୬୯୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୯୧,୫୫୦ ଟଙ୍କା ରହିଛି । ଗତକାଲି ୯୨,୩୦୦ ଟଙ୍କା ଥିଲା । ଏଥିରେ ୭୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୭୪,୯୧୦ ଟଙ୍କା ରହିଛି । ଗତକାଲି ୭୫,୫୨୦ ଟଙ୍କା ଥିଲା । ଏଥିରେ ୬୧୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୧,୯୦୦ ଟଙ୍କା ରହିଛି । ଗତକାଲି ୧୨,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।
ଖୁବ୍ ଶୀଘ୍ର ଧନଶକ୍ତି ରାଜଯୋଗ ; ଏହି ୩ ରାଶି ହେବେ ଭାଗ୍ୟଶାଳୀ, ହଠାତ୍ ହେବେ ଧନୀ, କିଣିବେ ଘର, ଗାଡି, ଜମି..
ଦେଖନ୍ତୁ ଛାତିଥରା ଦୃଶ୍ୟ ; ଚାହୁଁ ଚାହୁଁ ପୁଲ୍ରେ ଖୁସିରେ ଗାଧୋଉଥିବା ବେଳେ ଚାଲିଗଲା ଜୀବନ



