www.samajalive.in
Friday, December 5, 2025
23.1 C
Bhubaneswar

ଖୁସି ଖବର ; ପୁଣି କମିଲା ସୁନା, ୩ ହଜାର ଟଙ୍କା କମ୍‌ ହେଲା ଦାମ୍‌!

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । ସୋମବାର ଅର୍ଥାତ୍‌ ୩୦ ଜୁନ୍‌ରେ ପୁଣି କମିଛି ସୁନା ଦର ।୧ ଲକ୍ଷ ଟଙ୍କା ସୁନା ଦାମ୍‌ ଅତିକ୍ରମ କରିବା ପରେ ଏଯାଏଁ ପ୍ରାୟ ୩ ହଜାର ଟଙ୍କା ଦାମ୍‌ ହ୍ରାସ ପାଇଛି ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୭,୨୬୦ ଟଙ୍କା ରହିଛି । ଗତକାଲି ୯୭,୪୨୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୮୯,୧୫୦ ଟଙ୍କା ରହିଛି । ଗତକାଲି ୮୯,୩୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୨,୯୪୦ ଟଙ୍କା ରହିଛି । ଗତକାଲି ୭୩,୦୭୦ ଟଙ୍କା ଥିଲା । ଏଥିରେ ୧୩୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମ୍‌ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୭୭୦ ଟଙ୍କା ରହିଛି । ଗତକାଲି ୧୧,୭୮୦ ଟଙ୍କା ଥିଲା। ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ଜୁଲାଇରେ ଗ୍ରହଙ୍କ ମହାଚଳନ .. ଏହି ରାଶିଙ୍କ ପାଇଁ ଆସୁଛି ବଡ ଖୁସି; ମିଳିବ ଖାଲି ସଫଳତା, ଚାକିରି, କିଣିବେ ଘର,ଗାଡି..

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories