www.samajalive.in
Saturday, December 6, 2025
14.1 C
Bhubaneswar

କମିଥିଲା.. ହେଲେ ପୁଣି ବଢିଲା ସୁନା, ଜାଣନ୍ତୁ କେତେ ବଢିଲା ଦାମ୍‌

ଭୁବନେଶ୍ୱର : କିଛି ଦିନ ହେବ ଲଗାତାର ସୁନା ଦାମ୍‌ ହ୍ରାସ ପାଇଥିବା ବେଳେ ପୁଣି ବଢିଛି ଦାମ୍‌ । ମଙ୍ଗଳବାର ଅର୍ଥାତ୍‌ ୧ ଜୁଲାଇରେ ବଢିଲା ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୪୦୦ ଟଙ୍କା ରହିଛି । ଗତକାଲି ୯୭,୨୬୦ ଟଙ୍କା ଥିଲା । ଏଥିରେ ୧,୧୪୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୦,୨୦୦ ଟଙ୍କା ରହିଛି । ଗତକାଲି ୮୯,୧୫୦ ଟଙ୍କା ଥିଲା । ଏଥିରେ ୧,୦୫୦ ଟଙ୍କା ବୃଦ୍ଧି ପାଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୮୦୦ ଟଙ୍କା ରହିଛି । ଗତକାଲି ୭୨,୯୪୦ ଟଙ୍କା ଥିଲା । ଏଥିରେ ୮୬୦ ଟଙ୍କା ବୃଦ୍ଧି ପାଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ୧୧,୭୭୦ ଟଙ୍କା ଥିଲା । ଏଥିରେ ୨୩୦ ଟଙ୍କା ବୃଦ୍ଧି ହୋଇଛି ।

ଦୀର୍ଘ ବର୍ଷ ପରେ ଜୁଲାଇରେ ଦୁର୍ଲ୍ଲଭ ରାଜଯୋଗ; ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କିଏ ହେବେ କୋଟିପତି, କିଣିବେ ଘର, ଗାଡି, ହେବେ ଭାଗ୍ୟଶାଳୀ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories