www.samajalive.in
Sunday, December 7, 2025
18.1 C
Bhubaneswar

ପୁଣି ବଢିଲା ସୁନା ଦାମ୍‌ ; ଜାଣନ୍ତୁ କେତେ

ଭୁବନେଶ୍ୱର : କମିଥିଲା ହେଲେ ୨ ଦିନ ହେବ ପୁଣି ବଢିଲା ସୁନା ଦର । ବୁଧବାର ଅର୍ଥାତ୍‌ ୨ ଜୁଲାଇରେ ପୁଣି ବଢିଲା ସୁନା ଦର ।
୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୮୯୦ ଟଙ୍କା ରହିଛି । ଗତକାଲି ୯୮,୪୦୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୦,୬୫୦ ଟଙ୍କା ରହିଛି । ଗତକାଲି ୯୦,୨୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୪,୧୭୦ ଟଙ୍କା ରହିଛି । ଗତକାଲି ୭୩,୮୦୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ପାଇଛି ।
ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।

ବୃହସ୍ପତି ଚଳନ.. ଜୁଲାଇ ୯ପରେ ଧନରେ ଭର୍ତ୍ତି ହେବ ଏହି ରାଶିଙ୍କ ଆଲମିରା, ହେବ ବିବାହ, କିଣିବେ ଜମି, ଦୂର ହେବ ସବୁ ଚିନ୍ତା..

କୋଭିଡ୍‌ ଟିକା ନୁହେଁ ତ ହୃଦଘାତ,ଆକସ୍ମିକ ମୃତ୍ୟୁର କାରଣ; ଜାଣନ୍ତୁ କ’ଣ କହିଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

- Advertisement -

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories