www.samajalive.in
Saturday, December 6, 2025
15.1 C
Bhubaneswar

ଚିନ୍ତା ବଢାଇଲା; ପୁଣି ଲକ୍ଷେ ଟପିବ ସୁନା ଦାମ୍‌! ଜାଣନ୍ତୁ କେତେ ବଢିଲା

ଭୁବନେଶ୍ୱର : ଚିନ୍ତା ବଢାଇଲା ବଢୁଥିବା ସୁନା ଦାମ୍‌ । ଗତ କିଛି ଦିନ ମଧ୍ୟରେ ପୁଣି ନିୟମିତ ବଢି ଚାଲିଛି ସୁନା ଦାମ୍‌ । ଜୁଲାଇ ୩ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୩୩୦ ଟଙ୍କା ରହିଛି । ଗତକାଲି ୯୮,୮୯୦ ଟଙ୍କା ଥିଲା । ଏଥିରେ ୪୪୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୧,୦୫୦ ଟଙ୍କା ରହିଛି । ଗତକାଲି ୯୦,୬୫୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୪,୫୦୦ ଟଙ୍କା ରହିଛି । ଗତକାଲି ୭୪,୧୭୦ ଟଙ୍କା ରହିଛି । ଏଥିରେ ୩୩୦ ଟଙ୍କା ବୃଦ୍ଧି ପାଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୧୦୦ ଟଙ୍କା ରହିଛି । ଗତକାଲି ୧୨,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ପାଇଛି ।

ଆଉ ମାତ୍ର ୪୮ ଘଣ୍ଟାକୁ ଅପେକ୍ଷା ; ଏହି ରାଶିଙ୍କୁ କୋଟିପତି କରିବାକୁ ଆସୁଛନ୍ତି କେତୁ, ହେବେ ମାଲାମାଲ୍‌, କିଣିବେ ଘର,ଗାଡି..

ଦେଖନ୍ତୁ ଭିଡିଓ ;ହଳଦୀ ଟ୍ରେଣ୍ଡ, ଚାଲିଯାଇଥାନ୍ତା ଯୁବକଙ୍କ ଜୀବନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories