www.samajalive.in
Saturday, December 6, 2025
16.1 C
Bhubaneswar

ଖୁସି ଖବର ; କମିଲା ସୁନା, ୨ ହଜାର କମିଲା ଦାମ୍‌!

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଜୁଲାଇ ୪ ଅର୍ଥାତ୍‌ ଶୁକ୍ରବାର କମିଛି ସୁନା ଦର । ୧ ଲକ୍ଷ ଟଙ୍କା ଅତିକ୍ରମ କରିବା ପରେ ଏଯାଏଁ ପ୍ରାୟ ୨ ହଜାର ଟଙ୍କା ଦାମ୍‌ ହ୍ରାସ ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ ୯୮,୭୩୦ ଟଙ୍କା ରହିଛି । ଗତକାଲି ୯୯,୩୩୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୦,୫୦୦ ଟଙ୍କା ରହିଛି । ଗତକାଲି ୯୧,୦୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୪,୦୫୦ ଟଙ୍କା ରହିଛି । ଗତକାଲି ୭୫,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ୧୨,୧୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଦୀର୍ଘ ବର୍ଷ ପରେ ଜୁଲାଇ ୬ରେ ଶୁକ୍ର-ଶନିଙ୍କ ଲାଭଦୃଷ୍ଟି ଯୋଗ ; ଏହି ୫ ରାଶି ପାଇଁ ବରଦାନ, ହେବ ଧନର ବର୍ଷା, ବିବାହ, କିଣିବେ ଘର,ଗାଡି..

ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ; ଚାରା ଭାବି ନାଗସାପକୁ ଖାଉଥିଲା ମଇଁଷି, ତା’ପରେ..

 

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories