www.samajalive.in
Saturday, December 6, 2025
15.1 C
Bhubaneswar

ଖୁସି ଖବର; ଶସ୍ତା ହେଲା ସୁନା, ୨ ହଜାର କମିଲା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଶସ୍ତା ହେଲା ସୁନା ଦର । ୭ ଜୁଲାଇ ଅର୍ଥାତ୍‌ ସୋମବାର ପୁଣି କମିଛି ସୁନା ଦାମ୍‌ । ସୁନା ଦର ୧୦ ଗ୍ରାମ୍‌କୁ ୧ ଲକ୍ଷ ଟଙ୍କା ଅତିକ୍ରମ କରିବା ପରେ ଏଯାଏଁ ପ୍ରାୟ ୨ ହଜାର ଟଙ୍କା ଦାମ୍‌ କମିଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୨୯୦ ଟଙ୍କା ରହିଛି । ଗତକାଲି ୯୮,୮୩୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୦,୧୦୦ ଟଙ୍କା ରହିଛି । ଗତକାଲି ୯୦,୬୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୩,୭୨୦ ଟଙ୍କା ରହିଛି । ଗତକାଲି ୭୪,୧୩୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।

ଆଉ ୨ ଦିନ ପରେ ବୃହସ୍ପତି ଚଳନ ; ଏହି ରାଶି ହେବେ ଧନୀ, ହଠାତ୍‌ ମିଳିବ ବଡ ଖୁସି,ସଫଳତା..

ଦେଖନ୍ତୁ ଭୟଭୀତ କରିବ ଦୃଶ୍ୟ; ଦ୍ରୁତ ଗତିରେ ଆସୁଥିଲା ଟ୍ରେନ୍‌, ଧାରଣାରେ ଶୋଇଲେ ନାବାଳକ, ତା’ପରେ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories