www.samajalive.in
Saturday, December 6, 2025
14.1 C
Bhubaneswar

ଦିନେ କମିଲେ ଦିନେ ବଢୁଛି ; ଜାଣନ୍ତୁ ପୁଣି କେତେ ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ଦିନେ କମିଲେ ଦିନେ ବଢୁଛି । ପୁଣି ଚିନ୍ତା ବଢାଇଲା ବଢୁଥିବା ସୁନା ଦାମ୍‌ । ମଙ୍ଗଳବାର ଅର୍ଥାତ୍‌ ଜୁଲାଇ ୮ରେ ପୁଣି ବଢିଛି ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୮୪୦ ଟଙ୍କା ରହିଛି । ଗତକାଲି ୯୮,୨୯୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୦,୬୦୦ ଟଙ୍କା ରହିଛି । ଗତକାଲି ୯୦,୧୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୪,୧୩୦ ଟଙ୍କା ରହିଛି । ଗତକାଲି ୭୩,୭୨୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।

ଦେଖନ୍ତୁ ଭିଡିଓ ; ବିଚ୍‌ ରାସ୍ତାରେ ହଠାତ୍‌ ମହିଳାଙ୍କୁ ଆକ୍ରମଣ କଲା ସିଂହୀ..

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories