www.samajalive.in
Saturday, December 6, 2025
14.1 C
Bhubaneswar

ଖୁସି ଖବର ; କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌..

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍‌ । ଜୁଲାଇ ୨୪ ଅର୍ଥାତ୍‌ ଗୁରୁବାର କମିଛି ସୁନା ଦାମ୍‌ ।
୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୯୭୦ ଟଙ୍କା ରହିଛି । ଗତକାଲି ୧,୦୨,୩୩୦ ଟଙ୍କା ଥିଲା । ଏଥିରେ ୧,୩୬୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୫୫୦ ଟଙ୍କା ରହିଛି । ଗତକାଲି ୯୩,୮୦୦ ଟଙ୍କା ଥିଲା । ଏଥିରେ ୧,୨୫୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୭୩୦ ଟଙ୍କା ରହିଛି । ଗତକାଲି ୭୬,୭୫୦ ଟଙ୍କା ଥିଲା । ଏଥିରେ ୧,୦୨୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ମଧ୍ୟ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୯୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଶନି-ସୂର୍ଯ୍ୟଙ୍କ ନବପଞ୍ଚମ ରାଜଯୋଗ; ଏହି ୩ ରାଶିଙ୍କ ଭାଗ୍ୟକୁ ସୁନା ଭଳି ଚମକାଇବେ ଶନି, ମିଳିବ ବଡ ସଫଳତା..

ଭିଡିଓରେ ଦେଖନ୍ତୁ ; କୁମ୍ଭୀର ପାଟିରେ ଥିଲା ହରିଣ, ଏମିତି ବଞ୍ଚିଲା ଜୀବନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories