www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ବି କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ୨ ଦିନ ହେବ ଲଗାତାର କମୁଛି ସୁନା ଦର । ଗ୍ରାହକଙ୍କୁ ଏହା ଆଶ୍ୱସ୍ତି ପ୍ରଦାନ କରିଛି । ଜୁଲାଇ ୨୫ ଅର୍ଥାତ୍‌ ଶୁକ୍ରବାର ପୁଣି କମିଛି ସୁନା ଦର ।
୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୪୮୦ ଟଙ୍କା ରହିଛି । ଗତକାଲି ୧,୦୦,୯୭୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୧୦୦ ଟଙ୍କା ରହିଛି । ଗତକାଲି ୯୨,୫୫୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୫,୩୬୦ ଟଙ୍କା ରହିଛି । ଗତକାଲି ୭୫,୭୩୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୮୦୦ ଟଙ୍କା ଥିଲା । ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ ।

ଅଗଷ୍ଟରେ ୩ ଥର କରିବେ ସୂର୍ଯ୍ୟ ଚଳନ; ଚୁଟ୍‌କିରେ ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ମିଳିବ ଗୋଟିଏ ପରେ ଗୋଟିଏ ସଫଳତା, ହେବେ ଧନୀ..

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories