ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଜୁଲାଇ ୨୯ ଅର୍ଥାତ୍ ମଙ୍ଗଳବାର ପୁଣି କମିଛି ସୁନା ଦର ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୯,୮୨୦ ଟଙ୍କା ରହିଛି । ଗତକାଲି ୯୯,୯୩୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୧,୫୦୦ ଟଙ୍କା ରହିଛି । ଗତକାଲି ୯୧,୬୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୪,୮୭୦ ଟଙ୍କା ରହିଛି । ଗତକାଲି ୭୪,୯୫୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୬୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୬୦୦ ଟଙ୍କା ଥିଲା ।
ଦେଖନ୍ତୁ ଭିଡିଓ; ଛାତ ଉପରେ ଶୋଇଥିଲେ ଶ୍ରମିକ, ପହଞ୍ଚିଗଲା ସିଂହ, ଆଉ ତା’ପରେ..



