www.samajalive.in
Saturday, December 6, 2025
23.1 C
Bhubaneswar

ଚିନ୍ତା ବଢାଇଲା; ପୁଣି ବଢିଲା ସୁନା ଦାମ୍‌, ଟପିଲା ଲକ୍ଷେ

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲା ସୁନା ଦର । ଜୁଲାଇ ୩୦ ଅର୍ଥାତ୍‌ ବୁଧବାର ପୁଣି ବଢିଛି ସୁନା ଦର ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୪୮୦ ଟଙ୍କା ରହିଛି । ଗତକାଲି ୯୯,୮୨୦ ଟଙ୍କା ଥିଲା । ଏଥିରେ ୬୬୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୧୦୦ ଟଙ୍କା ରହିଛି । ଗତକାଲି ୯୧,୫୦୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ବୃଦ୍ଧି ପାଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୩୬୦ ଟଙ୍କା ରହିଛି । ଗତକାଲି ୭୪,୮୭୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ପାଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୭୦୦ ଟଙ୍କା ରହିଛି । ଗତକାଲି ୧୨,୬୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

ବଡ ଖୁସି ନେଇ ଆସୁଛି ଅଗଷ୍ଟ.. ଗ୍ରହଙ୍କ ମହାଚଳନ: ଧନର ଗଦିରେ ଶୋଇବେ ଏହି ରାଶି, ହଠାତ୍‌ ହେବେ କୋଟିପତି, ମିଳିବ ଏସବୁ ସଫଳତା..

୭୦ ବର୍ଷୀୟ ବୃଦ୍ଧଙ୍କୁ କାମୁଡି କାମୁଡି ଜୀବନ ନେଲେ ବୁଲା କୁକୁର

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories