ଭୁବନେଶ୍ୱର : ଦିନେ କମିଲେ ଦିନେ ବଢୁଛି । ଜୁଲାଇ ୩୧ ଅର୍ଥାତ୍ ଗୁରୁବାର କମିଛି ସୁନା ଦର ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୦୩୦ ଟଙ୍କା ରହିଛି । ଗତକାଲି ୧,୦୦,୪୮୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୧,୭୦୦ ଟଙ୍କା ରହିଛି । ଗତକାଲି ୯୨,୧୦୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୫,୦୩୦ ଟଙ୍କା ରହିଛି । ଗତକାଲି ୭୫,୩୬୦ ଟଙ୍କା ଥିଲା । ଏଥିରେ ୩୩୦ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍ ମଧ୍ୟ କମ୍ ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୫୦୦ ଟଙ୍କା ରହିଛି । ଗତକାଲି ୧୨,୭୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।
ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା



