www.samajalive.in
Sunday, December 7, 2025
18.1 C
Bhubaneswar

ପୁଣି ବଢିଲା ; ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୩୫୦ ଟଙ୍କା

ଭୁବନେଶ୍ୱର : ଚିନ୍ତା ବଢାଉଛି ସୁନା ଦାମ୍‌ । ପୁଣି ଲକ୍ଷେ ଟପିଲା ଦାମ୍‌ । ଅଗଷ୍ଟ ୨ ଅର୍ଥାତ୍‌ ଶନିବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୩୫୦ ଟଙ୍କା ରହିଛି । ଗତକାଲି ୯୯,୮୨୦ ଟଙ୍କା ଥିଲା । ଏଥିରେ ୧,୫୩୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୯୦୦ ଟଙ୍କା ରହିଛି । ଗତକାଲି ୯୧,୫୦୦ ଟଙ୍କା ଥିଲା । ଏଥିରେ ୧,୪୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୦୧୦ ଟଙ୍କା ରହିଛି । ଗତକାଲି ୭୪,୮୭୦ ଟଙ୍କା ଥିଲା । ଏଥିରେ ୧,୧୪୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୩୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୩୦୦ ଟଙ୍କା ଥିଲା ।

୧୨ ଅଗଷ୍ଟକୁ ଅପେକ୍ଷା କରନ୍ତୁ ଏହି ୫ ରାଶି.. ଗଜଲକ୍ଷ୍ମୀ ରାଜଯୋଗ କରିବ ମାଲାମାଲ୍‌, ହଠାତ୍‌ ମିଳିବ ଧନ,ବଡ ସଫଳତା..

ଶନିବାର ସେବନ କଲେ ଏହି ଜିନିଷ: ଦୂର ହୁଏ ଶନିଦୋଷ, ମିଳେ ବିଶେଷ କୃପା, ଶରୀର ରହେ ସୁସ୍ଥ, ଦୂର ହୁଏ ଚିନ୍ତା..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories